କଟକ ଅଶ୍ସିନୀ ହସ୍ପିଟାଲରେ କରୋନା ମୁକାବିଲା ପାଇଁ ପ୍ରସ୍ତୁତି | Ashwini Hospital all set to be converted into a #Covid19 Hospital soon Leave a Comment / CORONA #COVID19, CUTTACK, Health, News, ODISHA CORONA / By Kamalakanta Nayak କଟକ ଅଶ୍ସିନୀ ହସ୍ପିଟାଲରେ କରୋନା ମୁକାବିଲା ପାଇଁ ପ୍ରସ୍ତୁତି କଟକ ଅଶ୍ସିନୀ ହସ୍ପିଟାଲରେ କରୋନା ମୁକାବିଲା ପାଇଁ ପ୍ରସ୍ତୁତି | କରୋନା ଚିକିତ୍ସା ପାଇଁ ଏହି ହସ୍ପିଟାଲକୁ ବ୍ୟବହାର କରାଯିବ | ଏଥିପାଇଁ ପ୍ରଶାସନ ସହ ହାତ ମିଶାଇଛି ହସ୍ପିଟାଲ | ଏଥିପାଇଁ ସମସ୍ତେ ନିଜର ଶତ ପ୍ରତିଶତ ଦେଉଥିବା ବେଳେ ଏହା ଖୁବଶୀଘ୍ର ପ୍ରସ୍ତୁତ ହୋଇଯିବ ବୋଲି ଆଶା କରାଯାଉଛି |#Cuttack‘s #Ashwini #hospital will be converted into a #Covid_19 hospital soon. Senior #Odisha govt officials inspect infrastructure on Sunday.hospital authorities are working hard to complete the necessary infrastructure .