Site icon Explore Times

PRAGYAN OJHA ANNOUNCES RETIRMENT FORM ALL FORMS OF CRICKET

ଆନ୍ତର୍ଜାତିକ କ୍ରିକେଟରୁ ଅବସର ନେଲେ ପ୍ରଜ୍ଞାନ ଓଝା

ଓଡ଼ିଆ କ୍ରିକେଟର ପ୍ରଜ୍ଞାନ ଓଝା ଆନ୍ତର୍ଜାତିକ କ୍ରିକେଟରୁ ଅବସର ନେଇଛନ୍ତି। ଏ ସଂପର୍କରେ ସେ ଟ୍ଵିଟ କରି ଘୋଷଣା କରିଛନ୍ତି । ଯେଉଁଥିରେ ସେ ବିସିସିଆଇ, ହାଇଦ୍ରାବାଦ କ୍ରିକେଟ ଆସୋସିଏସନ, ବେଙ୍ଗଲ କ୍ରିକେଟ୍‌ ଆସୋସିଏସନ, ସାଥୀ ଖେଳାଳିଙ୍କୁ କୃତଜ୍ଞତା ଜଣାଇଛନ୍ତି । ତେବେ ଆଗାମୀ ଦିନରେ କ୍ରିକେଟର ଉନ୍ନତି ପାଇଁ ସେ କାମ କରିବେ ବୋଲି କହିଛନ୍ତି ।

୨୮ ଜୁନ ୨୦୦୮ରେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ କ୍ୟାରିୟର ଆରମ୍ଭ

୧୮ଟି ଏକଦିବସୀୟ ମ୍ୟାଚ ଖେଳି ମୋଟ ୨୧ଟି ଓ୍ଵିକେଟ

୨୪ ନଭେମ୍ବର ୨୦୦୯ରେ ଶ୍ରୀଲଙ୍କା ବିପକ୍ଷରେ ସେ ଟେଷ୍ଟ କ୍ୟାରିୟର ଆରମ୍ଭ

୨୪ଟି ଟେଷ୍ଟ ଖେଳି ୧୧୩ଟି ଓ୍ଵିକେଟ ନେଇଛନ୍ତି

ଆଇପିଏଲରେ ଡେକାନଚାର୍ଜର୍ସ ଓ ମୁମ୍ବଇ ଇଣ୍ଡିଆନ ତରଫରୁ ଖେଳିଥିଲେ

ପ୍ରଥମ ଶ୍ରେଣୀ କ୍ରିକେଟରେ ସେ ହାଇଦ୍ରାବାଦ ପାଇଁ ଖେଳୁଥିଲେ 

Exit mobile version