BANAKALAGI SRIMANDIRA PURI

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ଶ୍ରୀଜୀଉଙ୍କର ଶ୍ରୀମୁଖର ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ହୋଇଥିବାରୁ ସାଧାରଣ ଦର୍ଶନକୁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ | ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଦତ୍ତ ମହାପାତ୍ର ସେବକଙ୍କ ଦ୍ବାରା ବନକଲାଗି ଗୁପ୍ତସେବା ସମ୍ପାଦନ କରାଯିବ । ଦ୍ବିତୀୟ ଭୋଗ ମଣ୍ଡପ ପରେ ଅପରାହ୍ନ ୪ରୁ ରାତି ୮ଟା ପର‌୍ୟ୍ୟନ୍ତ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ […]

BANAKALAGI SRIMANDIRA PURI Read More »