BASANTI DURGA PUJA CUTTACK 2020
ବାସନ୍ତୀ ଦୁର୍ଗାପୂଜା କଟକ “ଦଶହରା” କହିଲେ ଆଶ୍ୱିନ ମାସରେ ପାଳିତ ହେଉଥିବା ଦୁର୍ଗାପୂଜାକୁ ବୁଝାଏ । ଏହା ଦଶ ଅହୋରାତ୍ର ଧରି ପାଳିତ ହେଉଥିବାରୁ ଏହାକୁ ମଧ୍ୟ ଦଶହରା କୁହାଯାଏ । ଅନ୍ୟଟି ଚୈତ୍ରମାସର ଶୁକ୍ଳ ଦଶମୀ ଯାହାକୁ ବାସନ୍ତୀ ଦୁର୍ଗାପୂଜା କୁହାଯାଏ । ଜ୍ୟୈଷ୍ଠ ଶୁକ୍ଳ ଦଶମୀ ଦିନଟି ଗଙ୍ଗାମାତାଙ୍କୁ କେନ୍ଦ୍ରକରି ଗଙ୍ଗା ଦଶହରା ଭାବେ ପାଳନ କରାଯାଏ । ଦଶଦୋଷ ବା ପାପରୁ ଯିଏ ମୁକ୍ତକରାଏ ସିଏ ଦଶହରା । ଏହି ଦିନ ଗଙ୍ଗାଘାଟରେ ବୁଡ଼ ଦେଲେ ମନୁଷ୍ୟର ସମସ୍ତ ପାପ ଧୋଇ […]
BASANTI DURGA PUJA CUTTACK 2020 Read More »