PRAGYAN OJHA ANNOUNCES RETIRMENT FORM ALL FORMS OF CRICKET
ଆନ୍ତର୍ଜାତିକ କ୍ରିକେଟରୁ ଅବସର ନେଲେ ପ୍ରଜ୍ଞାନ ଓଝା ଓଡ଼ିଆ କ୍ରିକେଟର ପ୍ରଜ୍ଞାନ ଓଝା ଆନ୍ତର୍ଜାତିକ କ୍ରିକେଟରୁ ଅବସର ନେଇଛନ୍ତି। ଏ ସଂପର୍କରେ ସେ ଟ୍ଵିଟ କରି ଘୋଷଣା କରିଛନ୍ତି । ଯେଉଁଥିରେ ସେ ବିସିସିଆଇ, ହାଇଦ୍ରାବାଦ କ୍ରିକେଟ ଆସୋସିଏସନ, ବେଙ୍ଗଲ କ୍ରିକେଟ୍ ଆସୋସିଏସନ, ସାଥୀ ଖେଳାଳିଙ୍କୁ କୃତଜ୍ଞତା ଜଣାଇଛନ୍ତି । ତେବେ ଆଗାମୀ ଦିନରେ କ୍ରିକେଟର ଉନ୍ନତି ପାଇଁ ସେ କାମ କରିବେ ବୋଲି କହିଛନ୍ତି । ୨୮ ଜୁନ ୨୦୦୮ରେ ବାଂଲାଦେଶ ବିପକ୍ଷରେ ଏକଦିବସୀୟ କ୍ୟାରିୟର […]
PRAGYAN OJHA ANNOUNCES RETIRMENT FORM ALL FORMS OF CRICKET Read More »