Second COVID-19 Patient Discharged From AIIMS

ସୁସ୍ଥ ହେଲେ ରାଜ୍ୟର ଦ୍ବିତୀୟ କରୋନା ଆକ୍ରାନ୍ତ ଓଡ଼ିଶା ଦିବସରେ ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର ଓଡ଼ିଶା ଦିବସରେ ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର | ସୁସ୍ଥ ହୋଇ ଘରକୁ ଫେରିଲେ ଦ୍ବିତୀୟ କରୋନା ଆକ୍ରାନ୍ତ | ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ବିଟ କରି ଏ କଥା ଜଣାଇଛି | ଯୁବକ ଜଣଙ୍କ ସଂପୂର୍ଣ୍ଣ ସୁସ୍ଥ ହେବା ପରେ ତାଙ୍କୁ ହସ୍ପିଟାଲରୁ ଘରକୁ ଯିବାକୁ କୁହାଯାଇଛି | ବ୍ରିଟେନରୁ ଫେରିଥିବା ଭୁବନେଶ୍ବରର […]

Second COVID-19 Patient Discharged From AIIMS Read More »